Lamentations 5:14 — Compare Translations
5 translations compared side by side
Odia - 1840
"ପ୍ରାଚୀନବର୍ଗ ନଗରଦ୍ବାର ରେ ଆଉ ବସୁ ନାହାଁନ୍ତି ଓ ୟୁବକମାନେ ଆପଣା ସଂଗୀତରୁ ନିବୃତ୍ତ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାଚୀନମାନେ ନଗରଦ୍ଵାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଚୀନବର୍ଗ ନଗରଦ୍ୱାରରେ ଆଉ ବସୁ ନାହାନ୍ତି ଓ ଯୁବକମାନେ ଆପଣା ସଂଗୀତରୁ ନିବୃତ୍ତ ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।