Lamentations 5:15 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କ ହୃଦଯରୁ ଆନନ୍ଦ ଚାଲି ୟାଇଛି। ଆମ୍ଭମାନଙ୍କ ନୃତ୍ଯ ଶାେକରେ ପରିଣତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ହୃଦୟରୁ ଆନନ୍ଦ ଗ୍ଭଲି ଯାଇଛି। ଆମ୍ଭମାନଙ୍କ ନୃତ୍ୟ ଶୋକରେ ପରିଣତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।