Lamentations 5:16 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କ ମୁଣ୍ଡରୁ ମୁକୁଟ ଖସି ପଡ଼ିଛି। ଆମ୍ଭମାନଙ୍କ ଅବସ୍ଥା ଶାଚେନୀୟ ହାଇେଅଛି, କାରଣ ଆମ୍ଭମାନେେ ପାପ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍- ଆମ୍ଭମାନଙ୍କୁଣ! କାରଣ ଆମ୍ଭେମାନେ ପାପ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ମୁଣ୍ଡରୁ ମୁକୁଟ ଖସି ପଡ଼ିଛି। ଆମ୍ଭମାନଙ୍କ ଅବସ୍ଥା ଶୋଚନୀୟ ହୋଇଅଛି, କାରଣ ଆମ୍ଭେମାନେ ପାପ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ।