Lamentations 5:18 — Compare Translations
5 translations compared side by side
Odia - 1840
"ସିୟୋନ ପର୍ବତ ଅନାଥା ସ୍ଥାନ ହାଇେଅଛି। କୋକିଶିଆଳିମାନେ ତା ଉପ ରେ ଭ୍ରମଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନ ପର୍ବତ ଅନାଥା ସ୍ଥାନ ହୋଇଅଛି। କୋକିଶିଆଳିମାନେ ତା’ ଉପରେ ଭ୍ରମଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।