Lamentations 5:19 — Compare Translations
5 translations compared side by side
Odia - 1840
"ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ନିତ୍ଯସ୍ଥାଯୀ। ତୁମ୍ଭ ରାଜ ସିଂହାସନ ପୁରୁଷାନୁକ୍ରମେ ଚିରକାଳ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ; ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ। ତୁମ୍ଭ ରାଜ ସିଂହାସନ ପୁରୁଷାନୁକ୍ରମେ ଚିରକାଳ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।