Lamentations 5:2 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କର ଦେଶ ବିଦେଶୀଯମାନଙ୍କର ହସ୍ତଗତ ହାଇେଅଛି। ଆମ୍ଭମାନଙ୍କର ଗୃହସବୁ ପରଦେଶୀଯମାନେ ଅଧିକାର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ଦେଶ ବିଦେଶୀୟମାନଙ୍କର ହସ୍ତଗତ ହୋଇଅଛି। ଆମ୍ଭମାନଙ୍କର ଗୃହସବୁ ପରଦେଶୀୟମାନେ ଅଧିକାର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି।