Lamentations 5:21 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ! ଆମ୍ଭମାନଙ୍କୁ ତୁମ୍ଭ ନିକଟକୁ ଫରୋଇ ନିଅ। ତହିଁରେ ଆମ୍ଭମାନେେ ଆନନ୍ଦର ସହିତ ତୁମ୍ଭ ନିକଟକୁ ଫରେି ଆସିବୁ। ପୂର୍ବକାଳ ପରି ଆମ୍ଭର ଜୀବନକୁ ନୂତନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ! ଆମ୍ଭମାନଙ୍କୁ ତୁମ୍ଭ ନିକଟକୁ ଫେରାଇ ନିଅ। ତହିଁରେ ଆମ୍ଭେମାନେ ଆନନ୍ଦର ସହିତ ତୁମ୍ଭ ନିକଟକୁ ଫେରି ଆସିବୁ। ପୂର୍ବକାଳ ପରି ଆମ୍ଭର ଜୀବନକୁ ନୂତନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।