Lamentations 5:22 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ଯନ୍ତ କ୍ରୁଦ୍ଧ ହାଇେଅଛ। ଆଉ ତୁମ୍ଭେ କ'ଣ ଆମ୍ଭମାନଙ୍କୁ ସୂର୍ଣ୍ଣ ଭାବରେ ଅଗ୍ରାହ୍ଯ କରିଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟ; କ୍ରୁଦ୍ଧ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ। ଆଉ ତୁମ୍ଭେ କ’ଣ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।