Lamentations 5:3 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଅନାଥ ଓ ପିତୃହୀନ ହାଇେଅଛୁ। ଆମ୍ଭମାନଙ୍କ ମାଆମାନେ ବିଧବା ତୁଲ୍ଯ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଅନାଥ ଓ ପିତୃହୀନ ହୋଇଅଛୁ। ଆମ୍ଭମାନଙ୍କ ମାମାନେ ବିଧବା ତୁଲ୍ୟ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି।