Lamentations 5:4 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ଆମ୍ଭମାନଙ୍କର ନିଜ ଜଳକୁ ରୂପା ଦଇେ ପାନ କରିଅଛୁ ଓ ଆମ୍ଭମାନେେ କାଠ କିଣି ବ୍ଯବହାର କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଆମ୍ଭମାନଙ୍କର ନିଜ ଜଳକୁ ରୂପା ଦେଇ ପାନ କରିଅଛୁ ଓ ଆମ୍ଭେମାନେ କାଠ କିଣି ବ୍ୟବହାର କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ।