Lamentations 5:6 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ଖାଦ୍ୟ ରେ ତୃପ୍ତ ହବୋ ନିମନ୍ତେ, ମିଶରୀଯ ଓ ଅଶୂରୀଯମାନଙ୍କ ସହିତ ଚୁକ୍ତିବଦ୍ଧ ହାଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ ।।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ, ମିଶରୀୟ ଓ ଅଶୂରୀୟମାନଙ୍କ ସହିତ ଚୁକ୍ତିବଦ୍ଧ ହୋଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।