Lamentations 5:7 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଥିଲେ, ଏବଂ ଏବେ ସମାନେେ ନାହାନ୍ତି। ମାତ୍ର ସମାନଙ୍କେର ପାପର ଭାର ଆମ୍ଭମାନେେ ବହନ କରିଛୁ ଏବଂ ଦୁଃଖ ଭୋଗ କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ପିତୃଲୋକମାନେ ପାପ କରିଅଛନ୍ତି, ଆଉ ସେମାନେ ନାହାନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଥିଲେ, ଏବଂ ଏବେ ସେମାନେ ନାହାନ୍ତି। ମାତ୍ର ସେମାନଙ୍କର ପାପର ଭାର ଆମ୍ଭେମାନେ ବହନ କରିଛୁ ଏବଂ ଦୁଃଖ ଭୋଗ କରୁଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।