Lamentations 5:8 — Compare Translations
5 translations compared side by side
Odia - 1840
"ଦାସମାନେ ଆମ୍ଭମାନଙ୍କର ଶାସକ ହାଇେଛନ୍ତି। ସମାନଙ୍କେ ହସ୍ତରୁ ଉଦ୍ଧାର କରିବାକୁ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାସମାନେ ଆମ୍ଭମାନଙ୍କର ଶାସକ ହୋଇଛନ୍ତି। ସେମାନଙ୍କ ହସ୍ତରୁ ଉଦ୍ଧାର କରିବାକୁ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ।