Lamentations 5:9 — Compare Translations

5 translations compared side by side

Odia - 1840
"ପ୍ରାନ୍ତର ରେ ଖଡ୍ଗ ଥିବାରୁ ଆମ୍ଭମାନେେ ଆମ୍ଭମାନଙ୍କର ଜୀବନକୁ ସଙ୍କଟାପନ୍ନ କରି ଖାଦ୍ୟ ପାଇଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାନ୍ତରରେ ଖଡ଼୍‍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣସଙ୍କଟରେ ଖାଦ୍ୟ ପାଉଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାନ୍ତରରେ ‌‌ଖ‌ଡ଼୍‌ଗ ଥିବାରୁ ଆମ୍ଭେମାନେ ଆମ୍ଭମାନଙ୍କର ଜୀବନକୁ ସଙ୍କଟାପନ୍ନ କରି ଖାଦ୍ୟ ପାଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।