Leviticus 1:10 — Compare Translations

5 translations compared side by side

Odia - 1840
"ଯଦି ସେ ମଷେ କିମ୍ବା ଛାଗ ଆପଣା ପଲରୁ ହାମବେଳି ଉତ୍ସର୍ଗ କରେ, ତବେେ ତାହା ନିଖୁଣ ପୁଂପଶୁ ହାଇେଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ସେ ମେଷ କିମ୍ବା ଛାଗ ଆପଣା ପଲରୁ ହୋମବଳି ଉତ୍ସର୍ଗ କରେ, ତେବେ ତାହା ନିଖୁଣ ପୁଂପଶୁ ହୋଇଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ସେ ମେଷ କି ଛାଗପଲରୁ ହୋମ ବଳି ଉତ୍ସର୍ଗ କରେ,