Leviticus 1:11 — Compare Translations
5 translations compared side by side
Odia - 1840
"ପୁଣି ସେ ୟଜ୍ଞବଦେୀର ଉତ୍ତର ପାଶର୍ବ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ତାକୁ ବଧ କରିବ। ତା'ପରେ ଯାଜକ ହାରୋଣର ପୁତ୍ରମାନେ ୟଜ୍ଞବଦେୀର ଚତୁର୍ଦ୍ଦିଗ ରେ ତାହାର ରକ୍ତ ସିଞ୍ଚନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ନିଖୁ; ପୁଂପଶୁ ଘେନି ବେଦି ପାର୍ଶ୍ଵରେ ଉତ୍ତରଦିଗରେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ବେଦି-ଉପର ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ଯଜ୍ଞବେଦିର ଉତ୍ତର ପାର୍ଶ୍ୱରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ। ତା’ପରେ ଯାଜକ ହାରୋଣର ପୁତ୍ରମାନେ ଯଜ୍ଞବେଦିର ଚତୁର୍ଦ୍ଦିଗରେ ତାହାର ରକ୍ତ ସିଞ୍ଚନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ନିଖୁନ୍ତ ପୁଂପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ନିଖୁନ୍ତ ପୁଂ ପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।