Leviticus 1:12 — Compare Translations

5 translations compared side by side

Odia - 1840
"ତା'ପରେ ସେ ଯାଜକ ତା'ର ମସ୍ତକ ଓ ମଦେ ସହିତ ତାକୁ ଖଣ୍ଡ ଖଣ୍ଡ କରି ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ଓ କାଠ ଉପରେ ତାହା ସଜାଇ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ତ ଖଣ୍ତ କରିବ; ତହିଁରେ ଯାଜକ ବେଦି-ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯାଜକ ତା’ର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରି ଯଜ୍ଞବେଦି ଉପରିସ୍ଥ ଅଗ୍ନି ଓ କାଠ ଉପରେ ତାହା ସଜାଇ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।