Leviticus 1:13 — Compare Translations

5 translations compared side by side

Odia - 1840
"ମାତ୍ର ସେ ତା'ର ଅନ୍ତ୍ର ଅଂଶ ଓ ଗୋଡ ଜଳ ରେ ଧୌତ କରିବ। ତା'ପରେ ଯାଜକ ସମ୍ପୁର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ହବେ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନବୈେଦ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ତାହାର ଅନ୍ତ୍ର ଓ ପଦ ଜଳରେ ଧୌତ କରିବ; ତହୁଁ ଯାଜକ ସେସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ; ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ତା’ର ଅନ୍ତ୍ର ଅଂଶ ଓ ଗୋଡ଼ ଜଳରେ ଧୌତ କରିବ। ତା’ପରେ ଯାଜକ ସମ୍ପୂର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ତାହା ହେବ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନୈବେଦ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।