Leviticus 1:14 — Compare Translations
5 translations compared side by side
Odia - 1840
"ଯଦି କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ କୌଣସି ପକ୍ଷୀବଳି ଉତ୍ସର୍ଗ କରିବ, ତବେେ ତାହା କପୋତ କିମ୍ବା ପାରା ଶାବକ ହାଇେଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀଗଣ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ ଘୁଘୁ ଅବା କାପ୍ତାଛୁଆ ମଧ୍ୟରୁ ତାହା ନେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ପକ୍ଷୀ ବଳି ଉତ୍ସର୍ଗ କରିବ, ତେବେ ତାହା କପୋତ କିମ୍ବା ପାରା ଶାବକ ହୋଇଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମ ବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।