Leviticus 1:15 — Compare Translations

5 translations compared side by side

Odia - 1840
"ତହୁଁ ଯାଜକ ତାକୁ ୟଜ୍ଞବଦେୀ ନିକଟକୁ ଆଣି ତାହାର ମସ୍ତକ ମାେଡି ତାକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ଆଉ ତା'ର ରକ୍ତ ୟଜ୍ଞବଦେୀ ପାଶର୍‌ବ ରେ ନିଗାଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ଵରେ ନିଗାଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯାଜକ ତାକୁ ଯଜ୍ଞବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ଆଉ ତା’ର ରକ୍ତ ଯଜ୍ଞବେଦି ପାର୍ଶ୍ୱରେ ନିଗାଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।