Leviticus 1:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ଯରୁ କହେି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ଉତ୍ସର୍ଗ କରେ, ତବେେ ସେ ନିଜ ପାଳିତ ଗୋରୁ, ମଷେ କିମ୍ବା ଛଳେି ଉତ୍ସର୍ଗ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ବୋଲ ଓ ସେମାନଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରେ, ତେବେ ସେ ନିଜ ପାଳିତ ଗୋରୁ, ମେଷ କିମ୍ବା ଛେଳି ଉତ୍ସର୍ଗ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷ ପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।