Leviticus 1:3 — Compare Translations

5 translations compared side by side

Odia - 1840
" ସେ ଯଦି ନିଜ ଗୋଠରୁ ଗାଈ ହାମବେଳି ରୂପେ ଉତ୍ସର୍ଗ କରେ, ତବେେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରୀ ହାଇେଥିବ ଓ ସେ ତାକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ବାରା ଗୃହୀତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେବେ ଗୋଠରୁ ହୋମାର୍ଥକ ବଳି ଦିଏ, ତେବେ ନିଖୁନ୍ତ ପୁଂପଶୁ ନେବ; ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବା ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।