Leviticus 1:4 — Compare Translations

5 translations compared side by side

Odia - 1840
"ପୁଣି ସେ ହାମବେଳିର ମସ୍ତକରେ ଆପଣା ହସ୍ତ ରଖିବ। ତାହାହେଲେ ସହେି ବଳି ତାହାର ପ୍ରାଯଶ୍ଚିତ ରୂପେ ଗ୍ରାହ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତର ନିର୍ଭର ଦେବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ। ତାହାହେଲେ ସେହି ବଳି ତାହାର ପ୍ରାୟଶ୍ଚିତ ରୂପେ ଗ୍ରାହ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ହୋମ ବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।