Leviticus 1:5 — Compare Translations

5 translations compared side by side

Odia - 1840
"ତା'ପରେ ସେ ଗୋଟିଏ ୟୁବା ଷଣ୍ଢ ସଦାପ୍ରଭୁଙ୍କ ସମ୍ମୁଖ ରେ ବଳିଦାନ କରିବ। ହାରୋଣର ଯାଜକ ପୁତ୍ରଗଣ ରକ୍ତ ଆଣିବେ ଏବଂ ସମାଗମ ତମ୍ବୁର ଦ୍ବାର ନିକଟସ୍ଥ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ଵୁର ଦ୍ଵାର ସମୀପସ୍ଥ ବେଦି-ଉପର ଚାରିଆଡ଼େ ଛିଞ୍ଚିବେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ସେ ଗୋଟିଏ ଯୁବା ଷଣ୍ଢ ସଦାପ୍ରଭୁଙ୍କ ସମ୍ମୁଖରେ ବଳିଦାନ କରିବ। ହାରୋଣର ଯାଜକ ପୁତ୍ରଗଣ ରକ୍ତ ଆଣିବେ ଏବଂ ସମାଗମ-ତମ୍ବୁର ଦ୍ୱାର ନିକଟସ୍ଥ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ଛିଞ୍ଚିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।