Leviticus 1:6 — Compare Translations
5 translations compared side by side
Odia - 1840
"ପୁଣି ସେ ଯାଜକ ସହେି ବଳିର ଚର୍ମ ଉତାରିବେ ଓ ସେ ମାଂସ କାଟି ଖଣ୍ଡ ଖଣ୍ଡ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ତ ଖଣ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ଯାଜକ ସେହି ବଳିର ଚର୍ମ ଉତାରିବେ ଓ ସେ ମାଂସ କାଟି ଖଣ୍ଡ ଖଣ୍ଡ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।