Leviticus 1:7 — Compare Translations

5 translations compared side by side

Odia - 1840
"ଅନନ୍ତର ଯାଜକ ହାରୋଣଙ୍କ ପୁତ୍ରଗଣ ସହେି ୟଜ୍ଞବଦେୀ ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଠ ସଜାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଯାଜକ ହାରୋଣଙ୍କ ପୁତ୍ରଗଣ ସେହି ଯଜ୍ଞବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଠ ସଜାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।