Leviticus 1:8 — Compare Translations

5 translations compared side by side

Odia - 1840
"ପୁଣି ଯାଜକ ହାରୋଣର ପୁତ୍ର ଯାଜକମାନେ ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ଉପରେ ଥିବା କାଠ ଉପରେ ସହେି ଖଣ୍ଡ ସକଳ, ମସ୍ତକ ଓ ମଦେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି-ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ଖଣ୍ତସକଳ, ମସ୍ତକ ଓ ମେଦ ରଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ହାରୋଣର ପୁତ୍ର ଯାଜକମାନେ ଯଜ୍ଞବେଦି ଉପରିସ୍ଥ ଅଗ୍ନି ଉପରେ ଥିବା କାଠ ଉପରେ ସେହି ଖଣ୍ଡ ସକଳ, ମସ୍ତକ ଓ ମେଦ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।