Leviticus 1:9 — Compare Translations

5 translations compared side by side

Odia - 1840
"ମାତ୍ର ସହେି ଯାଜକ ଅନ୍ତ ଅଂଶ ଓ ଗୋଡ ଜଳ ରେ ଧୌତ କରିବେ ତା'ପରେ ଯାଜକ ୟଜ୍ଞବଦେୀ ଉପରେ ତାକୁ ଦଗ୍ଧ କରିବେ ଓ ତାହା ଗୋଟିଏ ହାମବେଳି ହବେ। ଏବଂ ତାହା ସଦାପ୍ରଭୁଙ୍କୁ ସୁବାସିତ ନବୈେଦ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ତାହାର ଅନ୍ତ୍ର ଓ ପଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା’ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।