Leviticus 10:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ ଯେଉଁ ବ୍ଯବସ୍ଥାମାନ ଦଇେଥିଲେ, ମାଶାେ ସେ ସମସ୍ତ ବ୍ଯବସ୍ଥା ଇଶ୍ରାୟେଲର ସନ୍ତାନଗଣଙ୍କୁ ଦେଲେ। ହାରୋଣ ତୁମ୍ଭେ ସହେିସବୁ ବ୍ଯବସ୍ଥା ଲୋକମାନଙ୍କୁ ଶିକ୍ଷା ଦଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଇସ୍ରାଏଲ-ସନ୍ତାନଗଣକୁ ଯେସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାମାନ ଦେଇଥିଲେ, ମୋଶା ସେ ସମସ୍ତ ବ୍ୟବସ୍ଥା ଇସ୍ରାଏଲର ସନ୍ତାନଗଣଙ୍କୁ ଦେଲେ। ହାରୋଣ ତୁମ୍ଭେ ସେହିସବୁ ବ୍ୟବସ୍ଥା ଲୋକମାନଙ୍କୁ ଶିକ୍ଷା ଦେଇ ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”