Leviticus 10:12 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ହାରୋଣଙ୍କୁ ଓ ତାଙ୍କର ଜୀବିତ ଥିବା ଅବଶିଷ୍ଟ ଦୁଇପୁତ୍ର ଇଲିଯାସର ଓ ଈଥାମରଙ୍କୁ କହିଲେ, ସଦାପ୍ରଭୁଙ୍କ ଉପହାରରୁ ଅବଶିଷ୍ଟ ଯେଉଁ ଶସ୍ଯ ନବୈେଦ୍ଯ, ତାହା ତୁମ୍ଭମାନେେ ନଇେ ୟଜ୍ଞବଦେୀ ନିକଟରେ ବିନା ତାଡି ରେ ଭୋଜନ କର, ତାହା ମହାପବିତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ହାରୋଣଙ୍କୁ ଓ ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ-ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ବିନା ତାଡ଼ିରେ ଭୋଜନ କର, ଯେହେତୁ ତାହା ମହାପବିତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ହାରୋଣଙ୍କୁ ଓ ତାଙ୍କର ଜୀବିତ ଥିବା ଅବଶିଷ୍ଟ ଦୁଇପୁତ୍ର ଇଲିୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉପହାରରୁ ଅବଶିଷ୍ଟ ଯେଉଁ ଶସ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ଯଜ୍ଞବେଦି ନିକଟରେ ବିନା ତାଡ଼ିରେ ଭୋଜନ କର, ତାହା ମହାପବିତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର;
Odia IRV 2017 (ଓଡିଆ ବାଇବେଲ)