Leviticus 10:13 — Compare Translations

5 translations compared side by side

Odia - 1840
"ମାରେ ନିର୍ଦ୍ଦେଶ ଅନୁସାରେ ତୁମ୍ଭମାନେେ ସହେି ଶସ୍ଯ ନବୈେଦ୍ଯ ଏକ ପବିତ୍ର ସ୍ଥାନ ରେ ଖାଇବା ଉଚିତ୍। କାରଣ, ଏହା ତୁମ୍ଭମାନଙ୍କର ଓ ତୁମ୍ଭ ପୁତ୍ରଗଣର ଅଂଶ ସଦାପ୍ରଭୁଙ୍କ ଉପହାରରୁ। ଏହା ମୁଁ ନିର୍ଦ୍ଦେଶ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ନିର୍ଦ୍ଦେଶ ଅନୁସାରେ ତୁମ୍ଭେମାନେ ସେହି ଶସ୍ୟ ନୈବେଦ୍ୟ ଏକ ପବିତ୍ର ସ୍ଥାନରେ ଖାଇବା ଉଚିତ୍। କାରଣ, ଏହା ତୁମ୍ଭମାନଙ୍କର ଓ ତୁମ୍ଭ ପୁତ୍ରଗଣର ଅଂଶ ସଦାପ୍ରଭୁଙ୍କ ଉପହାରରୁ। ଏହା ମୁଁ ନିର୍ଦ୍ଦେଶ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ।