Leviticus 10:14 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର କନ୍ଯାଗଣ ଝୁଲାୟାଇଥିବା ବକ୍ଷ ଓ ଚଟୁଆ ନଇେ ଏକ ଶୁଚି ସ୍ଥାନ ରେ ଭୋଜନ କରିବ, ଯେ ହତେୁ ଇଶ୍ରାୟେଲ ସନ୍ତାନଗଣର ମଙ୍ଗଳାର୍ଥକ ନବୈେଦ୍ଯ ମଧ୍ଯରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ଯ ଅଂଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶୁ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର କନ୍ୟାଗଣ ଝୁଲାଯାଇଥିବା ବକ୍ଷ ଓ ଚଟୁଆ ନେଇ ଏକ ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ନୈବେଦ୍ୟ ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ୟ ଅଂଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶ।