Leviticus 10:15 — Compare Translations
5 translations compared side by side
Odia - 1840
"ଯାହା ସମାନେେ ଦୋଳନୀଯ ନବୈେଦ୍ଯ ସହିତ ଉତ୍ତୋଳନୀଯ ଚଟୁଆ ଓ ଟଙ୍ଗାୟାଇଥିବା ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖ ରେ ଟାଙ୍ଗିବାକୁ ଆଣିବେ, ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହବେ। ଯେପରି ସଦାପ୍ରଭୁ ଆଜ୍ଞା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଚଟୁଆ ଓ ଦୋଳନୀୟ ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ସେମାନେ ଦୋଳନୀୟ ନୈବେଦ୍ୟ ସହିତ ଉତ୍ତୋଳନୀୟ ଚଟୁଆ ଓ ଟଙ୍ଗାଯାଇଥିବା ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଟାଙ୍ଗିବାକୁ ଆଣିବେ, ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ। ଯେପରି ସଦାପ୍ରଭୁ ଆଜ୍ଞା କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଉପହାରର ଜଙ୍ଘ ଓ ଦୋଳନୀୟ ନୈବେଦ୍ୟର ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ।”
Odia IRV 2017 (ଓଡିଆ ବାଇବେଲ)