Leviticus 10:16 — Compare Translations
5 translations compared side by side
Odia - 1840
"ମାଶାେ ପାପାର୍ଥକ ଛାଗର ବହୁତ ଅନ୍ବଷେଣ କଲେ, ମାତ୍ର ତାହା ଦଗ୍ଧ ହାଇେସାରିଥିଲା। ଏଣୁ ସେ ହାରୋଣଙ୍କ ଅବଶିଷ୍ଟ ଦୁଇ ପୁତ୍ର ଇଲିଯାସର ଓ ଈଥାମରଙ୍କ ଉପରେ ରାଗି କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ଵେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ତାହା ଦଗ୍ଧ ହୋଇ ସାରିଥିଲା। ଏଣୁ ସେ ହାରୋଣଙ୍କ ଅବଶିଷ୍ଟ ଦୁଇ ପୁତ୍ର ଇଲିୟାସର ଓ ଈଥାମରଙ୍କ ଉପରେ ରାଗି କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,