Leviticus 10:17 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କାହିଁକି ପବିତ୍ର ସ୍ଥାନ ରେ ସହେି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ମହାପବିତ୍ର ଥିଲା। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ମଣ୍ଡଳୀର ଅପରାଧ ବହନକରି ଲୋକମାନଙ୍କୁ ତାଙ୍କ ସମ୍ମୁଖ ରେ ପ୍ରାଯଶ୍ଚିତ କରିବାକୁ ତୁମ୍ଭମାନଙ୍କୁ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କିହେତୁ ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ତଳୀର ଅପରାଧ ବହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ମହାପବିତ୍ର ଥିଲା। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ମଣ୍ଡଳୀର ଅପରାଧ ବହନକରି ଲୋକମାନଙ୍କୁ ତାଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବାକୁ ତୁମ୍ଭମାନଙ୍କୁ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।