Leviticus 10:19 — Compare Translations
5 translations compared side by side
Odia - 1840
"ମାତ୍ର ହାରୋଣ ମାଶାଙ୍କେୁ କହିଲେ, ଦେଖ, ସମାନେେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିଜ ନିଜର ପାପାର୍ଥକ ବଳି ଓ ନିଜ ନିଜର ହାମବେଳି ଉତ୍ସର୍ଗ କଲେ। ତଥାପି ମାେ ପ୍ରତି ଏହା ଘଟିଲା। ଯବେେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା'ନ୍ତି ତବେେ ତାହା କ'ଣ ସଦାପ୍ରଭୁଙ୍କ ଦୃଷ୍ଟି ରେ ଭଲ ହାଇେଥାଆନ୍ତା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ହାରୋଣ ମୋଶାଙ୍କୁ କହିଲେ, ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜର ପାପାର୍ଥକ ବଳି ଓ ନିଜ ନିଜର ହୋମବଳି ଉତ୍ସର୍ଗ କଲେ। ତଥାପି ମୋ’ ପ୍ରତି ଏହା ଘଟିଲା। ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି ତେବେ ତାହା କ’ଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?”
Odia IRV 2017 (ଓଡିଆ ବାଇବେଲ)
ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋ’ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା?”