Leviticus 10:2 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହାଇେ ସମାନଙ୍କେୁ ଗ୍ରାସ କଲା ଓ ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।