Leviticus 10:3 — Compare Translations
5 translations compared side by side
Odia - 1840
"ମାଶାେ ହାରୋଣଙ୍କୁ କହିଲେ, ସଦାପ୍ରଭୁ କୁହନ୍ତି, ' ଯେଉଁମାନେ ମାେ ନିକଟକୁ ଆସନ୍ତି, ସମାନେେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖ ରେ ମୁଁ ଗୌରବାନ୍ବିତ ହବେି।' ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ଯୁ କଥା ନ କହି ନୀରବ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ହାରୋଣଙ୍କୁ କହିଲେ, ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା ଓ ସମସ୍ତ ଲୋକଙ୍କ ଅଗ୍ରତେ ଆମ୍ଭେ ଗୌରବାନ୍ଵିତ ହେବା । ତହିଁରେ ହାରୋଣ ମୌନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ କହନ୍ତି, ‘ଯେଉଁମାନେ ମୋ’ ନିକଟକୁ ଆସନ୍ତି, ସେମାନେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖରେ ମୁଁ ଗୌରବାନ୍ୱିତ ହେବି।’” ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ୟୁ କଥା ନ କହି ନୀରବ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।