Leviticus 10:4 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ହାରୋଣଙ୍କର କକା ଉଷୀଯଲରେ ପୁତ୍ର ମୀଖାଯଲକେୁ ଓ ଇଲୀଷାଫନକୁ ଡାକିଲେ ଏବଂ କହିଲେ, ତୁମ୍ଭମାନେେ ପବିତ୍ର ସ୍ଥାନର ସମ୍ମୁଖକୁ ୟାଅ ଓ ତୁମ୍ଭମାନଙ୍କର ସଂପର୍କୀଯ ଭାଇମାନଙ୍କର ଶବକୁ ଛାଉଣୀର ବାହାରକୁ ନଇୟୋଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ହାରୋଣଙ୍କର ଖୁଡ଼ୁତା ଊଷୀୟେଲର ପୁତ୍ର ମୀଖାୟେଲକୁ ଓ ଇଲୀଷାଫନକୁ ଡାକି କହିଲେ, ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇ ଯାଅ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଖାୟେଲକୁ ଓ ଇଲୀଷାଫନକୁ ଡାକିଲେ ଏବଂ କହିଲେ, “ତୁମ୍ଭେମାନେ ପବିତ୍ର ସ୍ଥାନର ସମ୍ମୁଖକୁ ଯାଅ ଓ ତୁମ୍ଭମାନଙ୍କର ସମ୍ପର୍କୀୟ ଭାଇମାନଙ୍କର ଶବକୁ ଛାଉଣିର ବାହାରକୁ ନେଇଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନ୍‍କୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନକୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”