Leviticus 10:5 — Compare Translations
5 translations compared side by side
Odia - 1840
"ତେଣୁ ମୀଖାଯଲେ ଓ ଇଲୀଷାଫନ ମାଶାଙ୍କେ ଆଜ୍ଞା ପାଳନ କଲେ। ସମାନେେ ନାଦବ ଓ ଅବୀହୂର ଶବକୁ ଜାମା ସହିତ ଛାଉଣୀର ବାହାରକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ଜାମା ସମେତ ଛାଉଣିର ବାହାରକୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୀଖାୟେଲ ଓ ଇଲୀଷାଫନ ମୋଶାଙ୍କ ଆଜ୍ଞା ପାଳନ କଲେ। ସେମାନେ ନାଦବ ଓ ଅବୀହୂର ଶବକୁ ଜାମା ସହିତ ଛାଉଣିର ବାହାରକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।
Recommended Reading