Leviticus 10:7 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ ସମାଗମ ତମ୍ବୁ ଦ୍ବାରରୁ ବାହାରକୁ ୟିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦହେ ରେ ସଦାପ୍ରଭୁଙ୍କର ଅଭିଷକେ ତୈଳ ଅଛି। ତେଣୁ ହାରୋଣ, ଇଲିଯାସର ଓ ଈଥାମର ମାଶାଙ୍କେ ଆଜ୍ଞା ଅନୁସାରେ କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ସମାଗମ-ତମ୍ଵୁଦ୍ଵାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ । କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ-ତୈଳ ଅଛି । ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ସମାଗମ-ତମ୍ବୁ ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତେଣୁ ହାରୋଣ, ଇଲିୟାସର ଓ ଈଥାମର ମୋଶାଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।