Leviticus 10:9 — Compare Translations
5 translations compared side by side
Odia - 1840
"ତୁମ୍ଭେ କିମ୍ବା ତୁମ୍ଭର ପୁତ୍ରଗଣ ଯେତବେେଳେ ସମାଗମ ତମ୍ବୁ ରେ ପ୍ରବେଶ କରିବେ ତୁମ୍ଭମାନେେ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବ ନାହିଁ। ଯଦି ତାହା ତୁମ୍ଭମାନେେ କର ତବେେ ତୁମ୍ଭମାନେେ ମରିବ। ଏହି ବ୍ଯବସ୍ଥା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ୟ୍ଯନ୍ତ ପାଳିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ଵୁରେ ପ୍ରବେଶ କରିବ, ସେ ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ କିମ୍ବା ତୁମ୍ଭର ପୁତ୍ରଗଣ ଯେତେବେଳେ ସମାଗମ-ତମ୍ବୁରେ ପ୍ରବେଶ କରିବ ତୁମ୍ଭେମାନେ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବ ନାହିଁ। ଯଦି ତୁମ୍ଭେମାନେ ତାହା କର ତେବେ ତୁମ୍ଭେମାନେ ମରିବ। ଏହି ବ୍ୟବସ୍ଥା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ପାଳିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
Odia IRV 2017 (ଓଡିଆ ବାଇବେଲ)