Leviticus 11:10 — Compare Translations
5 translations compared side by side
Odia - 1840
"ମାତ୍ର ସମୁଦ୍ର କିମ୍ବା ନଦୀ ରେ ବାସ କରୁଥିବା ଜଳଚର ପ୍ରାଣୀମାନଙ୍କ ମଧିଅରେ, ଯେଉଁମାନଙ୍କର ଡଣୋ ବା କାତି ନାହିଁ, ସମାନଙ୍କେୁ ତୁମ୍ଭେ ଭୋଜନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସମୁଦ୍ର କିମ୍ବା ନଦୀରେ ବାସ କରୁଥିବା ଜଳଚର ପ୍ରାଣୀମାନଙ୍କ ମଧ୍ୟରେ, ଯେଉଁମାନଙ୍କର ଡେଣା ବା କାତି ନାହିଁ, ସେମାନଙ୍କୁ ତୁମ୍ଭେ ଭୋଜନ କରିବ ନାହିଁ। ସଦାପ୍ରଭୁ କୁହନ୍ତି ସେଗୁଡ଼ିକ ଘୃଣ୍ୟଜୀବ, ତୁମ୍ଭେମାନେ ସେମାନଙ୍କର ମାଂସ ଭକ୍ଷ୍ୟଣ କରିବା ଉଚିତ୍ ନୁହେଁ କି ସେମାନଙ୍କର ଶବ ସ୍ପର୍ଶ କରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,