Leviticus 11:12 — Compare Translations

5 translations compared side by side

Odia - 1840
"ଜଳଚରମାନଙ୍କ ମଧିଅରେ ଯେଉଁମାନଙ୍କର ଡଣୋ ଓ କାତି ନାହିଁ, ସହେି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣା ଯୋଗ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେ ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଜଳଚରମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।
Odia IRV 2017 (ଓଡିଆ ବାଇବେଲ)
ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।