Leviticus 11:13 — Compare Translations
5 translations compared side by side
Odia - 1840
"ପକ୍ଷୀମାନଙ୍କ ମଧ୍ଯରୁ ଯେଉଁମାନେ ଘୃଣା ଯୋଗ୍ଯ ଓ ଭୋଜନ ଯୋଗ୍ଯ ନୁହନ୍ତି, ସମାନେେ ହେଲେ ଛଞ୍ଚାଣ, ଶାଗୁଣା ଓ ବାଜପକ୍ଷୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପକ୍ଷୀଗଣ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋ ଓ ହାଡ଼ଭଙ୍ଗା ଓ ବହୀରି,
Odia Bible ERV 2004 (ପବିତ୍ର ବାଇବଲ)
ପକ୍ଷୀମାନେ ଯେଉଁମାନେ କି ଅଭକ୍ଷ୍ୟ “ପକ୍ଷୀମାନଙ୍କ ମଧ୍ୟରୁ ଯେଉଁମାନେ ଘୃଣାଯୋଗ୍ୟ ଓ ଭୋଜନଯୋଗ୍ୟ ନୁହନ୍ତି, ସେମାନେ ହେଲେ ଛଞ୍ଚାଣ, ଶାଗୁଣା ଓ ବାଜପକ୍ଷୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,
Odia IRV 2017 (ଓଡିଆ ବାଇବେଲ)
ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,