Leviticus 11:19 — Compare Translations
5 translations compared side by side
Odia - 1840
"ପୁଣି ଚରଳ, ବିଭିନ୍ନ ଜାତିର କଙ୍କ, ଟିଟ୍ଟିବ ଓ ଚାମଗିକା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଚରଳ, ଆପଣା ଆପଣା ଜାତି ଅନୁସାରେ କଙ୍କ ଓ ଟିଟ୍ଟିଭ ଓ ଚାମଚିକା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଚରଳ, ବିଭିନ୍ନ ଜାତିର କଙ୍କ, ଟିଟ୍ଟିବ ଓ ଗ୍ଭମଗିକା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା।
Odia IRV 2017 (ଓଡିଆ ବାଇବେଲ)
ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା।