Leviticus 11:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନେେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ଯରୁ ଏହି ସମସ୍ତ ଜୀବ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁଗଣ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, “ତୁମ୍ଭେମାନେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ୟରୁ ଏହି ସମସ୍ତ ଜୀବ ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
“ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ।