Leviticus 11:20 — Compare Translations
5 translations compared side by side
Odia - 1840
"ପୁଣି ଚାରିପାଦ ଗମନକାରୀ ପକ୍ଷ ବିଶିଷ୍ଟ ଜୀବ ସକଳ ତୁମ୍ଭମାନଙ୍କର ଘୃଣା ଯୋଗ୍ଯ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କୀଟପତଙ୍ଗ ଭକ୍ଷ୍ୟ ବିଷୟକ ବିଧି “ପୁଣି ଗ୍ଭରି ପାଦ ଗମନକାରୀ ପକ୍ଷ ବିଶିଷ୍ଟ ଜୀବ ସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।