Leviticus 11:21 — Compare Translations

5 translations compared side by side

Odia - 1840
"ତଥାପି ଚତୁଷ୍ପଦ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧିଅରେ ଭୁମି ରେ ଡଇେଁବା ପାଇଁ ଯେଉଁମାନଙ୍କର ଗୋଡନଳୀ ଦୀର୍ଘ ସମାନେେ ତୁମ୍ଭମାନଙ୍କର ଖାଦ୍ୟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଚତୁଷ୍ପଦ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୁମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ।