Leviticus 11:22 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସବୁ ଜାତିର ପଙ୍ଗପାଳ, ସବୁ ଜାତିର ବାଘୁଆ ପତଙ୍ଗ, ସବୁ ପ୍ରକାରର ଝିଙ୍କାରୀ ଓ ସବୁ ଜାତିର ଝିଣ୍ଟିକା ଖାଦ୍ୟ ରୁପେ ଭୋଜନ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ ଓ ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ ଓ ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସବୁ ଜାତିର ପଙ୍ଗପାଳ, ସବୁ ଜାତିର ବାଘୁଆ ପତଙ୍ଗ, ସବୁ ପ୍ରକାରର ଝିଙ୍କାରୀ ଓ ସବୁ ଜାତିର ଝିଣ୍ଟିକା ଖାଦ୍ୟ ରୂପେ ଭୋଜନ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ।